- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା : ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ଚେତାବନୀ
28-01-2025
ଭୁବନେଶ୍ୱର, ୨୮ ଜାନୁଆରୀ - ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୧୨ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜା...
ଉତ୍କର୍ଷ ଓଡ଼ିଶାରେ ଉତ୍କର୍ଷ ଓଡ଼ିଆଙ୍କ ଭାଗ୍ୟ ନିର୍ଦ୍ଧାରିତ ହେବ -ନଗର ଉନ୍ନୟନ ମନ୍ତ୍ରୀ
28-01-2025
ଶିଳ୍ପ କ୍ଷେତ୍ରରେ ନିବେଶକାରୀ ସହଜ ଆଉ ସରଳ ସୂତ୍ରରେ ଜାଗା ପାଇବେ ଭୁବନେଶ୍ୱର:-ଉତ୍କର୍ଷ ଓଡ଼ିଶାରେ ଉତ୍କର୍ଷ ଓଡ଼ିଆଙ୍କ ଭାଗ୍ୟ ଆଗାମୀ ଦିନରେ ନିର୍ଦ୍ଧାରିତ ହେବ। ଓଡିଶାରୁ ଲୋକ ଆଉ ଦାଦନ ଖଟିବାକୁ ଯିବେ ନାହିଁ ବରଂ ଓଡ଼ିଶାକୁ ଲୋକ ଦାଦନ ଖଟିବାକୁ ଆସିବେ। ଓଡ଼ିଶାର ସହରକୁ ବିକଶିତ କରିବା ପାଇଁ ରାଜ୍ୟ ସରକାର ଯେଉଁ ଯୋଜନା କରିଛନ୍ତି ଉତ୍କର୍ଷ ଓଡ଼ିଶା କାର୍ଯ୍...
ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ
28-01-2025
ଭୁବନେଶ୍ୱର:ପୂର୍ବତନ ପୋଲିସ୍ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ ହୋଇଛନ୍ତି । ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି । ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।...
ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର
28-01-2025
ଭୁବନେଶ୍ୱର:- ଅବସରପ୍ରାପ୍ତ ଆଇଏଏସ୍ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହେବ । ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।...