- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ପ୍ରଭାତି ପରିଡା
26-01-2025
ଭୁବନେଶ୍ୱର, 26 ଜାନୁଆରି ଐତିହାସିକ ବୀର ପ୍ରସବା ଖୋର୍ଦ୍ଧା ମାଟିରେ ରେ ୭୬ତମ ସାଧାରଣତନ୍ତ୍ର ଦିବସ ସମାରୋହରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏହି ଅବସରରେ ପ୍ରଭାତି ପରିଡା କହିଛନ୍ତି ଯେ, ୧୯୫୦ ମସିହା ଜାନୁୟାରୀ ୨୬ ତାରିଖ ଆମ ସମସ୍ତଙ୍କ ପାଇଁ ଏକ ସ୍ମରଣୀୟ ଦିବସ । ଏହା କେବଳ ଏକ ଉତ୍ସବ ନୁହେଁ ବରଂ...
ଭାରତ ବିଶ୍ୱରେ ଏକ କ୍ରିୟାଶୀଳ ପ୍ରଜାତନ୍ତ୍ର ଭାବରେ ଉଭା ହୋଇଛି - ଉପ ମୁଖ୍ୟମନ୍ତ୍ରୀ ଶ୍ରୀ ସିଂହ ଦେଓ
26-01-2025
ପୁରୀ, ୨୬ ଜାନୁଆରୀ - ଆମ ଦେଶର ସମ୍ବିଧାନର ମୂଳ ମନ୍ତ୍ର ନ୍ୟାୟ, ସ୍ୱାଧୀନତା, ସମାନତା ଓ ଭାଇଚାରା । ଏଥିପାଇଁ ଭାରତ ସମଗ୍ର ବିଶ୍ୱ ରେ ଏକ କ୍ରିୟାଶୀଳ ପ୍ରଜାତନ୍ତ୍ର ଭାବେ ଉଭା ହୋଇଛି ବୋଲି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ମତବ୍ୟକ୍ତ କରିଛନ୍ତି । ଆଜି ପୂର୍ବାହ୍ନରେ ତାଳବଣିଆ ସ୍ଥିତ ସ୍ପୋର୍ଟ୍ସ ଗ୍ରାଉଣ୍ଡ ଠାରେ ପୁରୀ ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣ...
ପି.ସି.ସି ପକ୍ଷରୁ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ
26-01-2025
ଭୁବନେଶ୍ୱର, 26 ଜାନୁଆରି :- ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହିଉପଲକ୍ଷେ ଆୟୋଜିତ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରି କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡ଼ାମ ଉପସ୍ଥିତ ନେତୃବୃନ୍ଦ ଓ କର୍ମିମାନଙ୍କୁ ଉଦବୋଧନ ଦେଇ...
ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟରେ ପିଏମ୍-ଉଷା ଯୋଜନା ଅନ୍ତର୍ଗତ ପ୍ରକଳ୍ପର ଶିଳାନ୍ୟାସ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ
25-01-2025
ଦୀର୍ଘ ୪୭ ବର୍ଷପରେ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ଛାତ୍ରଛାତ୍ରୀ ଓ ଶିକ୍ଷକ ମହଲରେ ଦେଖିବାକୁ ମିଳିଛି ଉତ୍ସାହ ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଆମର ଲକ୍ଷ୍ୟ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଭୁବନେଶ୍ୱର/ନୂଆପଡ଼ା 25 ଜାନୁଆରୀ - ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆ...