- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପ୍ରତି ପଞ୍ଚାୟତରେ ଗୋଦାବରିଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଖୋଲିବା ପାଇଁ ପ୍ରସ୍ତାବକୁ ଅନୁମୋଦନ
22-01-2025
ଭୁବନେଶ୍ୱର, 22 ଜାନୁଆରି : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ (ଜିଏମଏପିରି) ଯୋଜନା ଅଧୀନରେ ଗୋଟିଏ ଗ୍ରାମ ପଞ୍ଚାୟତରେ ଗୋଟିଏ ଆଦର୍ଶ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଅର୍ଥାତ୍ ରାଜ୍ୟରେ ୬,୭୯୪ଟି ପ୍ରାଥମିକ ବିଦ୍ୟାଳୟର ଉନ୍ନତିକରଣ ଓ ସୁଦୃଢ଼ୀକରଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ସମ୍ପର୍କରେ ସୂଚ...
ବିକଶିତ ଗାଁ ବିକଶିତ ଓଡ଼ିଶାକୁ ରାଜ୍ୟ କ୍ୟାବିନେଟରେ ଅନୁମୋଦନ
22-01-2025
FMNews ଭୁବନେଶ୍ୱର, 22 ଜାନୁଆରି ରାଜ୍ୟ କ୍ୟାବିନେଟ୍ରେ ବିକଶିତ ଗାଁ ବିକଶିତ ଓଡ଼ିଶାକୁ ଅନୁମୋଦନ ଦିଆ।ଯାଇଛି । । ଗାଁର ବିକାଶ ହେଲେ ଦେଶର ବିକାଶ ସମ୍ଭବ ହୋଇ ପାରିବ। ଏଥିପାଇଁ ବଜେଟରେ ଥିବା ବ୍ୟୟବରାଦକୁ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ଗ୍ରାମାଞ୍ଚଳ ଓଡ଼ିଶାର ତ୍ଵରିତ ଏବଂ ସାମଗ୍ରିକ ବିକାଶ ଦିଗରେ ଗୁରୁ...
ମହାନଦୀ ବଞ୍ଚାଅ ଆନ୍ଦୋଳନ ଓ ଦୟା ସୁରକ୍ଷା ଅଭିଯାନ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ ବିରୁଦ୍ଧରେ ଏଫଆଇଆର
22-01-2025
ଭୁବନେଶ୍ୱର, 22 ଜାନୁଆରି ମହାନଦୀ ବଞ୍ଚାଅ ଆନ୍ଦୋଳନ ଓ ଦୟା ସୁରକ୍ଷା ଅଭିଯାନ ପକ୍ଷରୁ ଆଜି ଅପରାହ୍ନ ୪ଟା ବେଳେ ପିପିଲି ଥାନାରେ ପୁରୀ ଜିଲ୍ଲାପାଳଙ୍କ ବିରୁଦ୍ଧରେ ଏଫଆଇଆର ଦାଖଲ ହେବ l ଦୟା ନଦୀ ଜଳ ପ୍ରଦୂଷଣର ପ୍ରତିକାର କରିବାରେ ତାଙ୍କର ଅବହେଳା ପାଇଁ ଏହି ପଦକ୍ଷେପ l ଗଙ୍ଗୁଆ କଣ୍ଟି ନିକଟରେ ଦୟାରେ ମିଶିଛି l ଗଙ୍ଗୁଆ ଦୟାରେ ମିଶିବା ପୂର୍ବରୁ ଏହା...
ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ପାଇଁ ସର୍ବାଧିକ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି
22-01-2025
ବର୍ଷକୁ ଖର୍ଚ୍ଚ ହେବ ଅତିରିକ୍ତ ୮.୬୫ କୋଟି ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମ...