- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ସରକାରଙ୍କ ତୀକ୍ଷ୍ଣ ଦୃଷ୍ଟିରେ ବାହାର ରାଜ୍ୟର ଧାନ ଗାଡ଼ି ନିଯୁକ୍ତ ଅଛନ୍ତି ପ୍ରତି ଜିଲ୍ଳାରେ ଏନଫୋର୍ସମେଣ୍ଟ ଟିମ
18-01-2025
ଭୁବନେଶ୍ୱର : - ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଧାନ କିଣା ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବାକୁ ସରକାର ଯଥୋଚିତ ପଦକ୍ଷେପ ଗ୍ରହଣ କରିଛନ୍ତି । ପଞ୍ଜିକୃତ ଚାଷୀ ସେମାନଙ୍କ ଧାନକୁ ସରକାରୀ ସ୍ତରରେ ବିକ୍ରୟ କରିପାରିବେ ଏଥିନିମନ୍ତେ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି । ବାହାର ରାଜ୍ୟରୁ ଯେଭଳି ଧାନ ଆସି ରାଜ୍ୟରେ ବିକ୍ରୟ ନହୁଏ ଏହା ଉପରେ ମଧ୍ୟ କଡ...
ବସ୍ - ଟ୍ରକ୍ ଧକ୍କା : ବାପଝିଅ ମୃତ
18-01-2025
ମାଲକାନଗିରି,୧୮ଜାନୁଆରୀ- ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ନେଇ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଉଥିବା ବସ୍ ଟି ଆଜି ଭୋର ୫ଟା ବେଳେ ଏକ ଟ୍ରକ୍ ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାଟି ବିଶାଖାପାଟଣା ନିକଟରେ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲା ପଡ଼ିଆ ଥାନା...
ଅନଲାଇନ୍ ଟ୍ରେଡିଙ୍ଗ ଜରିଆରେ 75ଲକ୍ଷ ଠକେଇ
18-01-2025
ଗଂଜାମ, 18 ଜାନୁଆରି : ଅନଲାଇନ ଟ୍ରେଡିଙ୍ଗ ତଥା ଷ୍ଟକ୍ ମାର୍କେଟରେ ପୁଞ୍ଜି ନିବେଶ ଜରିଆରେ ଜଣେ ବ୍ୟକ୍ତିଙ୍କ ଠାରୁ ୭୫ଲକ୍ଷ ଟଙ୍କା ଠକେଇ । ଏନେଇ ବ୍ରହ୍ମପୁର ସାଇବର ଓ ଅର୍ଥନୈତିକ ଅପରାଧ ଥାନାରେ ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ଥାନା କେସ ନମ୍ବର୪/୨୫ରେଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଛି।...
ଫେବୃୟାରୀ 1ରୁ ଶ୍ରୀମନ୍ଦିରରେ ହୋଇପାରେ ଧାଡି ଦର୍ଶନ
18-01-2025
ଭୁବନେଶ୍ୱର ହୁଣ୍ଡି ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିରରେ ବିଳମ୍ବ ହେଉଛି ଧାଡି ଦର୍ଶନ । କିଛି ଦିନ ଗଡିପାରେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଫେବୃଆରି 1ରୁ ଧାଡି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ । ହୁଣ୍ଡି ସ୍ଥାନାନ୍ତରିତ ପ୍ରକ୍ରିୟା ପାଇଁ କିଛି ଅନୁମତି ଆବଶ୍ୟକତା ଅଛି । ସେହି ପ୍ରକ୍ରିୟା ସରିବା ପରେ ଧାଡି ଦର୍ଶନ ପାଇଁ...