- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନାଟକ ଦର୍ଶକଙ୍କୁ ଆକୃଷ୍ଟ କରିବା ସହିତ ସମାଜରେ ଦୀର୍ଘସ୍ଥାୟୀ ପ୍ରଭାବ ପକାଇଥାଏ
16-12-2024
ବଲାଙ୍ଗିର:- ସାଧାରଣ ମଣିଷର କଥା, ବ୍ୟଥା ଓ ଗାଥା ଏବଂ ସର୍ବୋପରି, ତାର ଜୀବନ ଓ ଅନୁଭୂତିକୁ ନେଇ ମଞ୍ଚସ୍ଥ ହେଉଥିବା ନାଟକ ଦର୍ଶକଙ୍କୁ ଆକୃଷ୍ଟ କରିବା ସହିତ ସମାଜରେ ଦୀର୍ଘସ୍ଥାୟୀ ପ୍ରଭାବ ପକାଇଥାଏ। ଆଜିକାଲି ମନୋରଞ୍ଜନର ବିଭିନ୍ନ ବିକଳ୍ପ ସହଜରେ ମିଳି ଯାଉଥିବାରୁ ଆମ ପାରମ୍ପରିକ ନାଟ୍ୟକଳା ସମ୍ମୁଖରେ ଏକ ବିରାଟ ଆହ୍ବାନ ସୃଷ୍ଟି ହୋଇଛି। ଯୋଜନାବଦ୍ଧ ଭାବରେ ଏହାର...
କଇଥଖୋଲା ସରସ୍ୱତୀ ଶିଶୁ ମନ୍ଦିରରେ ସଂକୁଳସ୍ତରୀୟ ଖେଳକୁଦ ସମାରୋହ
16-12-2024
ଭଦ୍ରକ - ଏହି ଜିଲାର ଧାମରା ନିକଟସ୍ଥ କଇଥଖୋଲା ଠାରେ ଥିବା ସରସ୍ୱତୀ ଶିଶୁ ମନ୍ଦିରରେ ବାସୁଦେବପୁର ସଂକୁଳସ୍ତରୀୟ ଖେଳକୁଦ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ନିକଟସ୍ଥ ମହାଦେବ ମନ୍ଦିରରେ ପୂଜାର୍ଚାନ ପୂର୍ବକ କ୍ରୀଡା ମଶାଲ ପ୍ରଜ୍ୱଳନ କରାଯିବା ସହ ଏକ ବିରାଟ ପଟୁଆରରେ ଏହି ମଶାଲକୁ ଖେଳ ପଡିଆକୁ ନିଆଯାଇଥିଲା। ସଂକୁଳସ୍ତରୀୟ ଖେଳକୁଦ ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି...
ଓଲଟିଲା ଯାତ୍ରୀବାହୀ ବସ୍,ଜଣେ ମୃତ ଏକାଧିକ ଆହତ, କ୍ଷତି ପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ
16-12-2024
ଭଦ୍ରକ - ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ବ୍ଲକ ଟିଲୋ ତାଳପଦା ଠାରେ ଆଜି ସକାଳେ ଯାତ୍ରୀ ବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ବସ୍ଟି ନୟନଜୋରୀକୁ ଓଲଟି ପଡଛି । ଏଥିରେ ଜଣେ ଲୋକ ଘଟଣା ସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ବନ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଗୁରୁତ୍ୱରଙ୍କୁ ଭଦ୍ରକ ଡା...
ବିକାଶ ମୁଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଲେ ମୁଖ୍ୟମନ୍ତ୍ରୀ
16-12-2024
ଜୟପୁର, 16ଡିସେମ୍ବର:ଜୟପୁର ଫୁଲବାଡ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିକାଶ ମୁଳକ କାଯ୍ୟର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ଦେଇଛନ୍ତି । ଜୟପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟର ନୁତନ କୋଠା , ସରକାରୀ ଆବାସୀକ ଗୃହ, ଏୟାରପୋର୍ଟର ନବ ନିର୍ମିତ ଟର୍ମିନାଲ କୋଠା ଲୋକାର୍ପଣ କରିଛନ୍ତି । ଏହା ସହ ସରକାରୀ ସେବିକା ମହାବିଦ୍ୟାଳୟ କୋରାପୁଟ ଭିତ୍ତି...