- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
2025 ମସିହା ଶେଷକୁ ଜନଗଣନା ଆରମ୍ଭ ହେବ- ରାଜସ୍ୱ ମନ୍ତ୍ରୀ
02-09-2025
ଭୁବନେଶ୍ୱର, 2 ସେପ୍ଟେମ୍ବର :2025 ମସିହା ଶେଷକୁ ଜନଗଣନା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ।ବିଜେଡି କଣ କହିଲା ମତାମତ ଦେବା ଦୂରର କଥା, ବିଜେଡି କଣ କହୁଛି ଖବର କାଗଜ ଦେଖେ ନାହିଁ ବୋଲି ସେ କହିଛନ୍ତି ।ଜନ ଗଣନା ଆରମ୍ଭ ହେବ ।ରାଜସ୍ବ ଗାଁ ଶୀଘ୍ର ଘୋଷଣା ହେବ । ବିଜେଡି ଆଉ ତାଙ୍କ ପୂର୍ବରୁ ଯେଉଁମାନେ ଶାସନ କରିଥିଲେ କଣ କରି...
ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
31-08-2025
(FM News):-- ଆସନ୍ତା ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡିଶା ଗସ୍ତରେ ଆସିବେ ରାହୁଲ ଗାନ୍ଧୀ। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ରାହୁଲ ଗାନ୍ଧୀ ନଭେମ୍ବର କିମ୍ବା ଡିସେମ୍ବର ମାସରେ ଓଡ଼ିଶା ଗସ୍ତରେ ଆସିଲେ ରାଜ୍ୟରେ ବଡ଼ କାର୍ଯ୍ୟକ୍ରମ ହେବ। ଭୋଟ ଚୋରି, ଗରିବୀ, ନାରୀ ସୁରକ୍ଷା ଆଦି ପ୍ରସଙ୍ଗକୁ ନେଇ ବିଶାଳ କାର୍ଯ୍ୟକ୍ରମ...
ମୁଖ୍ୟମନ୍ତ୍ରୀ ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ନିସର୍ତ କ୍ଷମା ମାଗନ୍ତୁ
31-08-2025
ଭୁବନେଶ୍ୱର(FM News):--ବିହାରରେ ଦୀର୍ଘ ୧୫ ଦିନ ଧରି ଚାଲିଥିବା ଭୋଟର ଅଧିକାର ଯାତ୍ରାକୁ ଅଦ୍ଭୂତପୂର୍ବ ଜନସମର୍ଥନ ଓ ସଫଳତା ମିଳିଛି । ଭୋଟ ଅଧିକାର ଯାତ୍ରାକୁ ଭଣ୍ଡରୁ କରିବାପାଇଁ ଭାରତୀୟ ଜନତାପାର୍ଟି ଷଡ଼ଯନ୍ତ୍ର କରିଛି। ବିଜେପି ଏହି କାମ ପାଇଁ ନିଜ ଦଳର ସଂଖ୍ୟାଲଘୁ ସେଲର ଜଣେ ପଦାଧିକାରୀଙ୍କୁ ନିୟୋଜିତ କରିଛି। ଯାହାଙ୍କର ନାମ ମହମ୍ମଦ ରିଜିଭି ଯିଏ କି...
ଭୁବନେଶ୍ୱରରୁ ଆରମ୍ଭ ହେବ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ
31-08-2025
(FM News):--ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭାର ବାଚସ୍ପତି ଶ୍ରୀ ଓମ ବିର୍ଲା ଭୁବନେଶର ଗସ୍ତ ରେ ଆସିଥିବା ବେଳେ ଶନିବାର ସମ୍ମିଳନୀର ଉଦଯାପନୀ ଉତ୍ସବ ଶେଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମର ପ୍ରତି...