BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ
West Bengal medical student gang-rape case: Three suspects in police custody, search operation with the help of drones continues

ପଶ୍ଚିମବଙ୍ଗରେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା : ତିନି ସନ୍ଦିଗ୍ଧ ପୋଲିସ ହେପାଜତରେ, ଡ୍ରୋନ୍ ସାହାଯ୍ୟରେ ତଲାସୀ ଅଭିଯାନ ଜାରି

 12-10-2025

କୋଲକାତା, ୧୨ ଅକ୍ଟୋବର : ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାର ଦୁର୍ଗାପୁରରେ ଏକ ଘରୋଇ ମେଡିକାଲ କଲେଜରେ ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ପୋଲିସ ତିନି ଜଣ ସନ୍ଦିଗ୍ଧଙ୍କୁ ହେପାଜତରେ ନେଇଛି । ସେମାନଙ୍କୁ ବର୍ତମାନ ଥାନାରେ ପଚରାଉଚରା କରାଯାଉଛି । ପୋଲିସ ଡ୍ରୋନ୍ କ୍ୟାମେରା ବ୍ୟବହାର କରି କଲେଜ କ୍ୟାମ୍ପସ ଏବଂ ଆଖପାଖ ଅଂଚଳରେ ତଲାସୀ ଆରମ୍ଭ କରିଛି...

rainfall in odisha likely in 3 districts

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 12-10-2025

ଭୁବନେଶ୍ୱର, ୧୨ ଅକ୍ଟୋବର - ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼...

State Women's Commission demands strict action in Durgapur incident

ଦୁର୍ଗାପୁର ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲା ରାଜ୍ୟ ମହିଳା କମିଶନ

 12-10-2025

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡ଼ିଆ ଝିଅଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ମୁଁ ପଶ୍ଚିମବଙ୍ଗ ମହିଳା କମିଶନଙ୍କ ସହ କଥା ହେବାକୁ ଚେଷ୍ଟା କରିଛି | ହେଲେ ସେ ବ୍ୟସ୍ତ ଥିବା କଥାକହି କୌଣସି ରେସ୍ପଣ୍ଡ କରିନାହାନ୍ତି ବୋଲି କହିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ସେ କହିଛନ୍ତି ଯେ, ଆଜି ରାଜ୍ୟ ପୋଲିସ ଡିଜିଙ୍କୁ ଭେଟି ଦୃଢ଼ କାର୍ଯ୍ୟନୁଷ୍ଠାନ ପାଇ...

Congress condemns rape incident of Odia student in West Bengal

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀ ଦୁଷ୍କର୍ମ ଘଟଣାକୁ ନିନ୍ଦା କଲା କଂଗ୍ରେସ

 12-10-2025

ଭୁବନେଶ୍ୱର, 12 ଅକ୍ଟୋବର : କଂଗ୍ରେସ ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀ ଦୁଷ୍କର୍ମ ଘଟଣା କୁ ଦୃଢ଼ ନିନ୍ଦା କରିଛି । ପିସିସି ସଭାପତି ଭକ୍ତ ଚରଣ ଦାସ ଏହି ଘଟଣାକୁ ନିନ୍ଦା କରିବା ସହ ଏଭଳି ଘଟଣା ରେ ତୁରନ୍ତ ଦୋଷୀ ଙ୍କୁ ଗିରଫ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ କରିଛନ୍ତି । ସୂଚନାଯୋଗ୍ୟ ଯେ ସଂପୃକ୍ତ ପୀଡ଼ିତାଙ୍କ ବାପା ବାଲେଶ୍ଵର ଜିଲ୍ଲାର ଜଳେଶ୍ଵର ଅଞ୍ଚଳର...