Angul District Biju Janata Dal Extended Executive Committee Meeting

ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ

 11-01-2026

ଭୁବନେଶ୍ଵର, 11 ଜାନୁଆରି :ରବିବାର ଦିନ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଜନତା ଦଳର ଅନୁଗୁଳ ଜିଲ୍ଲା ସଭାପତି ଶ୍ରୀ ବ୍ରଜକିଶୋର ପ୍ରଧାନଙ୍କ ସଭାପତିତ୍ୱରେ ଜିଲ୍ଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ ସଭାଘର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକାରିଣୀ ବୈଠକରେ ୯ଟି ପ୍ରସ୍ତାବ...

Stop robbing drivers in the name of pollution certificates: CPI

ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ

 11-01-2026

ଭୁବନେଶ୍ଵର, 11 ଜାନୁଆରି : ମୋଟର ଭେହିକ୍ଲ ଆଇନର ସଂଶୋଧନ ନାମରେ ଲୁନା, ସ୍କୁଟର ଠାରୁ ଆରମ୍ଭ କରି, ଅଟୋ, କାର, ବସ୍, ଟ୍ରକ ସମସ୍ତ ପ୍ରକାରର ମୋଟର ଯାନ ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ ନାମରେ ତଥାକଥିତ ଜାଞ୍ଚ୍ ଆଳରେ ସରକାର ସମ୍ପୃକ୍ତ ମୋଟର ଯାନ ମାଲିକ/ ଚାଳକଙ୍କୁ ଦିନ ଦିନ ଧରି ଧାଡିରେ ଛିଡା ହେବାର ଦଣ୍ଡ ଦେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନଥିଲେ ଅତ୍ୟଧି...

Temple administration is exploiting devotees in Puri: Uma Ballav Rath

ପୁରୀରେ ଭକ୍ତଙ୍କୁ ଶୋଷଣ କରୁଛି ଶ୍ରୀମନ୍ଦିର ପ୍ରଶାସନ : ଉମାବଲ୍ଲଭ ରଥ

 10-01-2026

​ପୁରୀ, ୧୦ ଜାନୁଆରୀ :- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଦେଶ ବିଦେଶରୁ ଆସୁଥିବା ଶ୍ରଦ୍ଧାଳୁଙ୍କ ଉପରେ ଶ୍ରୀମନ୍ଦିର ପ୍ରଶାସନ ଜବରଦସ୍ତ ଆର୍ଥିକ ବୋଝ ଲଦି ଦେଉଥିବା ଅଭିଯୋଗ କରିଛନ୍ତି ସମାଜସେବୀ ତଥା ପୂର୍ବତନ ବିଧାୟକ ଉମାବଲ୍ଲଭ ରଥ। ଭକ୍ତ ନିବାସରେ ରହୁଥିବା ଶ୍ରଦ୍ଧାଳୁଙ୍କ ଗାଡ଼ି ପାର୍କିଂ ପାଇଁ ଦୈନିକ ୫୦୦ ଟଙ୍କା ଶୁଳ୍କ ଧାର୍ଯ୍ୟ କରିବା ନିଷ୍...

Rudra Pani met with Nalco retired employees

ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନାଲକୋ ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସଂଘ କର୍ମକର୍ତ୍ତାଙ୍କୁ ଭେଟିଲେ

 08-01-2026

ଅନୁଗୁଳ :ଅନୁଗୁଳ ଜିଲ୍ଲା ନାଲକୋ ଅବସରପ୍ରାପ୍ତ କର୍ମଚାରୀ ସଂଘର କର୍ମକର୍ତା ଗୁରୁବାର ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ଭେଟି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି |ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ସଂଘର ସଭାପତି ଗୋକୁଳାନନ୍ଦ ଜେନାଙ୍କ ନେତୃତ୍ୱରେ 50ରୁ ଉର୍ଦ୍ଧ ଅବସରପ୍ରାପ୍ତ କର୍ମଚାରୀ ସାଂସଦଙ୍କୁ ଭେଟିଥିଲେ |ସମ୍ବର୍ଦ୍ଧନା ପର...