କୈଳାଶ ମିଶ୍ର କଂଗ୍ରେସରେ ମିଶିଲେ
13-09-2025
(FM News):--କଂଗ୍ରେସର କ୍ରମବର୍ଦ୍ଧିଷ୍ଣୁ ଗ୍ରହଣୀୟତାରେ ପ୍ରଭାବିତ ହୋଇ ଦଳରେ ଯୋଗଦେବା ଧାରା ଅବ୍ୟାହତ ରହିଛି। ଶନିବାର ମଧ୍ୟାହ୍ନରେ ବିକଳ୍ପ ଓଡିଶା ସଭାପତି କୈଳାଶ ମିଶ୍ର କଂଗ୍ରେସରେ ଯୋଗଦେଇଛନ୍ତି। ଏଆଇସିସି ଓଡିଶା ପ୍ରଭାରୀ ଅଜୟ ଲାଲୁଙ୍କ ପୌରୋହିତ୍ୟରେ କଂଗ୍ରେସ ଭବନରେ ଆୟୋଜିତ ଏକ ସମାବେଶରେ ଶ୍ରୀ ମିଶ୍ର ଦୁଇଶହରୁ ଅଧିକ କାର୍ଯ୍ୟକର୍ତ୍ତ...
ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି
31-08-2025
(FM News):-- ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି। ଦଳର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ସାରର ନିଅଣ୍ଟ ସ୍ଥିତି ଦେଖା ଦେଇଥିବା ବେଳେ, ସାର ବିକ୍ରିରେ ଅନିୟମିତତା, କଳାବଜାରୀ ଓ...
ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ସାତ ଦିନିଆ ବିଦେଶ ଗସ୍ତରେ
31-08-2025
ଚେନ୍ନାଇ- ରାଜ୍ୟରେ ଶିଳ୍ପ ନିବେଶକୁ ଆକର୍ଷିତ କରିବା ଲକ୍ଷ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶନିବାର ଏକ ସପ୍ତାହ ବ୍ୟାପୀ ଜର୍ମାନୀ ଏବଂ ଇଂଲଣ୍ଡ ଗସ୍ତରେ ଯାଇଛନ୍ତି । ସେ ଆସନ୍ତାକାଲି (୩୧ ଅଗଷ୍ଟ) ୟୁରୋପରେ ମହାନ ତାମିଲ ସ୍ୱପ୍ନ - ୨୦୨୫ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ଜର୍ମାନୀରେ ତାମିଲମାନଙ୍କୁ ଭେଟିବେ । ତାମିଲନାଡୁ ମୁଖ୍ୟମନ୍ତ...
ଆଦିବାସୀ ସମାଜର ଉନ୍ନତି ପାଇଁ ଶିବୁ ସୋରେନଙ୍କ ଅବଦାନ ସର୍ବଦା ସ୍ମରଣୀୟ - ଭକ୍ତ ଦାସ
04-08-2025
ଭୁବନେଶ୍ୱର, ୦୪ ଅଗଷ୍ଟ - ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତାରେ ପିସିସି ସଭାପତି କହିଛନ୍ତି ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ, ଝାଡ଼ଖଣ୍ଡ ଆନ୍ଦୋଳନର ଜନନାୟକ ଓ ଆଦିବାସୀ ସମାଜର ସ୍ୱର, ଦିଶୋମ ଗୁରୁ ଶିବୁ ସୋରେନଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁ...