ମେଟ୍ରୋ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନାହିଁ: ବିଜେଡି
25-07-2025
ଅନିଶ୍ଚିତତା ଭିତରେ ରାଜ୍ୟର ମେଟ୍ରୋ ପ୍ରକଳ୍ପ ମାଟି ଉପରେ ଯିବ କି ମାଟି ତଳେ ହେବ, ସେନେଇ ଅନିଶ୍ଚିତତା ରହିଛି ନିଜସ୍ୱ ପାଣ୍ଠିରୁ ନିର୍ମାଣ କଲେ, କେନ୍ଦ୍ରର ଅନୁମୋଦନର ଆବଶ୍ୟକତା ନାହିଁ (FM News):-- ବିଜୁ ଜନତା ଦଳ ସରକାର ସମୟରେ ମେଟ୍ରୋ ପ୍ରକଳ୍ପ ସ୍ଥାପନ ପାଇଁ ଡିପିଆର ପ୍ରସ୍ତୁତ ସହ ଟେଣ୍ଡର କରାଯାଇ ଏହାର ଭିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା ବେଳେ...
କଂଗ୍ରେସ ଭବନରେ ମିଶ୍ରଣ ପର୍ବ
04-07-2025
ଭୁବନେଶ୍ବର- ସାନଖେମୁଣ୍ଡି ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଗଞ୍ଜାମ ଜିଲ୍ଲାର ସୋରଡ଼ା ଏବଂ ବେଲଗୁଣ୍ଠା ବ୍ଲକର ୨୦୦ ରୁ ଉର୍ଦ୍ଧ୍ବ ବିଜେଡ଼ି କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି । ଏହି ଅବସର...
ଅମିୟ ପଟ୍ଟନାୟକ ଏଆଇସିସି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ
28-06-2025
ଭୁବନେଶ୍ୱର, ୨୮ ଜୁନ୍ - ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଅଖିଳ ଭାରତ କଂଗ୍ରେସ କମିଟି ସଦସ୍ୟ ଅମିୟ କୁମାର ପଟ୍ଟନାୟକ ଅଖିଳ ଭାରତ କଂଗ୍ରେସ କମିଟି କିଷାନ କଂଗ୍ରେସର ନୂତନ ଜାତୀୟ ସଂଯୋଜକ ଭାବେ ନିଯୁକ୍ତି ହୋଇଛନ୍ତି। ଏଆଇସିସି କିଷାନ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ସୁଖପାଲ ସିଂହ ଖୈରା ଏହି ନିଯୁକ୍ତି କରିଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇ...
ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ମହିଳା ଓ ଶିଶୁଙ୍କୁ ସୁରକ୍ଷା ଦେବାରେ ବିଫଳ ଅପାରଗ ବିଜେପି ସରକାର: ବିଜେଡି
20-06-2025
ଓଡିଶା ଏବେ ଦେଶର ଅଷ୍ଟମ ଅପରାଧ ପ୍ରବଣ ରାଜ୍ୟ ରାଜ୍ୟର ଆଇନ ଶୃଙ୍ଖଳା ସ୍ଥିତି ଉପରେ ପ୍ରଧାନମନ୍ତ୍ରୀ ସମୀକ୍ଷା କରନ୍ତୁ ବିଜେପି ସରକାରରେ ଅପରାଧୀ ମାନେ ଭୟଶୂନ୍ୟ (FM News):-- ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି ଏବଂ ମହିଳା ଓ ଶିଶୁମାନେ ଅସୁରକ୍ଷିତ ହୋଇପଡିଛନ୍ତି ବୋଲି ଅଭିଯୋଗ କରି ଆଜି ବିଜୁ ଜନତା ଦଳ ରାଜ୍ୟ ବିଜେପି ସରକାର...