- ଅର୍ଥନୈତିକ ସର୍ଭେ ରିପୋର୍ଟ : ରାଜ୍ୟରେ ଉତ୍ପାଦନ କ୍ଷେତ୍ର ୮.୩ ପ୍ରତିଶତ ହାରରେ ବୃଦ୍ଧି ପାଇବ
- ଚଳିତ ଆର୍ଥିକ ବର୍ଷର ୧୦ ମାସ ପରେ ମଧ୍ୟ ଓଡ଼ିଶା ସରକାର ୫୦ ପ୍ରତିଶତରୁ ଅଧିକ ବଜେଟ ରାଶି ଖର୍ଚ୍ଚ କରିପାରିନାହାନ୍ତି : କ...
- ଶିଳ୍ପ ସଂସ୍ଥାଙ୍କ ଠାରୁ ଦେଢ଼ଲକ୍ଷ କୋଟି ଟଙ୍କା ସରକାର ଅସୁଲ କରୁନାହିଁ କାହିଁକି? : ଭକ୍ତ
- କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ ...
- ବଜେଟ୍ ଗରିବ ବିରୋଧି : କଂଗ୍ରେସ
ସ୍ୱତନ୍ତ୍ର କୋସଳ ରାଜ୍ୟ ଗଠନ ସହ ବନ୍ଦେ ଉତ୍କଳ ଜନନୀର ପ୍ରତ୍ୟାହାର ପାଇଁ ବିଧାନସଭା ଓ ପାର୍ଲାମେଣ୍ଟରେ ବିଧିବଦ୍ଧ ପ୍ରସ୍ତାବ ଆଣିବାକୁ ପ୍ରମୋଦ ମିଶ୍ରଙ୍କ ଦାବି
16-03-2025
ବଲାଙ୍ଗିର, ୧୬ ମାର୍ଚ୍ଚ - ସଂପ୍ରତି ସମ୍ବଲପୁରର ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବୃତିକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗିରହିଛି। କୋସଲ ରାଜ୍ୟ ଦାବୀ ସପକ୍ଷରେ ମତ ଦେଇଥିବାରୁ ଓ ବନ୍ଦେ ଉତ୍କଳ ଜନନୀ ପ୍ରାସଂଗିକତା ପ୍ରତି ପ୍ରଶ୍ନବାଦୀ ସୃଷ୍ଟି କରିଥିବାରୁ ଶ୍ରୀ ମିଶ୍ରଙ୍କୁ କୋସଲ ଆନ୍ଦୋଳନ ତରଫରୁ ବ୍ୟାପକ ସମର୍ଥନ ଦିଆଯାଇଛି। ଅତୀତରେ ମଧ୍ୟ...
ହୋଲିକୁ ଅପରାଧରେ ଅପବିତ୍ର କରିଛନ୍ତି ସରକାର- ଅରୁଣ ସାହୁ
16-03-2025
ଭୁବନେଶ୍ୱର, 16 ମାର୍ଚ୍ଚ - ହୋଲିକୁ ଅପରାଧରେ ଅପବିତ୍ର କରିଛନ୍ତି ସରକାର କହି ରାଜ୍ୟସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ । ସେ କହିଛନ୍ତି ଯେ, ଗତକାଲି ପବିତ୍ର ହୋଲି ଥିଲା । ସରକାର ବହୁତ ନାରାବାଜି କରିଥିଲେ ଶାନ୍ତି ଶୃଙ୍ଖଳା ରଖିବେ ବୋଲି । ହେଲେ ରାଜ୍ୟ ସାରା ପାଞ୍ଚଟି ହତ୍ୟାକାଣ୍ଡ ସହ ଅନେକ ହିଂସାକାଣ୍ଡରେ ଲୋକେ ଆହତ ହୋଇଛନ୍ତି । ମହ...
ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା- ତାରା ବାହିନୀପତି
09-03-2025
ଭୁବନେଶ୍ୱର, 9 ମାର୍ଚ୍ଚ- ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। କହିଛନ୍ତି ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ଦେଉଛନ୍ତି ଜୟ ନାରାୟଣ । ଆଜି କୋଶଲ କଥା କହୁଛନ୍ତି କାଲି ଦକ୍ଷିଣାଞ୍ଚଳ କଥା ଉଠିବ ତାପରେ ଉତ୍ତରାଞ୍ଚଳ କଥା ଉଠିବ । ତାହେଲେ...
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ଶିକ୍ଷାନବୀଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
08-03-2025
ଭୁବନେଶ୍ୱର: ପୋଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୋଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍ କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ହେବାକୁ ପଡିବ ଓ ସାଧାରଣ ଲୋକମାନଙ୍କର ବିଶ୍ଵାସ ଭାଜନ...