- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
21-11-2025
ପୁରୀ, ୨୧ ନଭେମ୍ବର - ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅପରାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନାଟମଣ୍ଡପରେ ଧାଡି ଦର୍ଶନ, ରତ୍ନଭଣ୍ଡାର ଗଣତିମଣତି ନେଇ ଆଲୋଚନା ହେବ । ଏହା ବ୍ୟତୀତ ଗତ ବୈଠକରେ ଯେଉଁ ୧୪ଟି ସବ୍ କମିଟି ଗଠ...
ଆଜିଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା : ଶ୍ରୀମନ୍ଦିର ଓ ମଠ ମନ୍ଦିରରେ ଝୁଲଣ କୁଞ୍ଜରେ ଝୁଲିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା
04-08-2025
ପୁରୀ, ୪ ଅଗଷ୍ଟ - ଆଜି ଶ୍ରାବଣ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରରେ ରହିଥିବା ବିଭିନ୍ନ ମଠ ମନ୍ଦିର ମାନଙ୍କରେ ମହାପ୍ରଭୁଙ୍କ ଝୁଲଣ ଯାତ୍ରା ଆରମ୍ଭ ହେବ । ଏହା ପ୍ରତିପଦ ଯାଏ ୭ ଦିନ ଧରି ଅନୁଷ୍ଠିତ ହେବ । ମଠ ମନ୍ଦିରରେ ଝୁଲଣ କୁଞ୍ଜରେ ଝୁଲିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା । ସେହିପରି ଶ୍ରୀମନ୍ଦିରରେ ମଧ୍ୟ ଏନେଇ ସ୍ୱତନ୍ତ୍ର ନୀତ...
ଦିବ୍ୟଜ୍ୟୋତି ପରିଡା ପୁରୀର ନୂଆ ଜିଲ୍ଲାପାଳ
23-07-2025
୩୦ ଦିନରେ ଜନତା ଦେଖିଲେ ତିନି ଜିଲ୍ଲାପାଳ ପୁରୀ : ପୁରୀ ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଦିବ୍ୟଜ୍ୟୋତି ପରିଡା ଯୋଗ ଦେବେ। ସେ ଗଞ୍ଜାମ ଜିଲ୍ଲାର କାର୍ଯ୍ୟରତ ଜିଲ୍ଲାପାଳ ଥିଲେ । ଜୁନ ୨୭ରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା । ଗୁଣ୍ଡିଚା ଦିନ ନନ୍ଦିଘୋଷ ରଥ ଘୁଞ୍ଚି ପାରିଲା ନାହିଁ । ୨୮ ତାରିଖରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ତିନି ରଥ ଲାଗିଥିଲା । ୨୯...
ଇଡି କୋର୍ଟ ସ୍ଥାନାନ୍ତର ନକରିବା ପ୍ରତିବାଦରେ ମିଳିତ ବୈଠକ : ସରକାରଙ୍କ କାନରେ ପ୍ରତିବାଦର ସ୍ବର ବାଜୁ - ବ୍ରଜ
19-04-2025
ପୁରୀ, ୧୯ ଅପ୍ରେଲ - ପୁରୀ କୋର୍ଟ ସ୍ଥାନାନ୍ତର ପ୍ରତିବାଦରେ ଆଜି ପୁରୀ ବାର ଆସୋସିଏସନ ସଭାଗୃହରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ସଂଘର ସଭାପତି ପ୍ରେମାନନ୍ଦ ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ ସାଧାରଣ ସମ୍ପାଦକ ଶରତ ରାୟଗୁରୁ ଏଜେଣ୍ଡା ସମ୍ପର୍କରେ ଆଲୋକପାତ କରିଥିଲେ । କୋର୍ଟ ନଉଠିବା ପାଇଁ ଆନ୍ଦୋଳନକୁ ଜୋରଦାର କଲେ ସରକାରଙ୍କ କାନରେ ପ୍ରତିବ...